Tulasi Khetra - kendrapara

ichhapur, Kendrapara, 754212
Tulasi Khetra - kendrapara Tulasi Khetra - kendrapara is one of the popular Religious Center located in ichhapur ,Kendrapara listed under Public places in Kendrapara , Hindu Temple in Kendrapara ,

Contact Details & Working Hours

More about Tulasi Khetra - kendrapara

ବଳଦେବଜୀଉ ମନ୍ଦିର କେନ୍ଦ୍ରାପଡ଼ା ସହରର ୨ କି.ମି. ଦକ୍ଷିଣ ପଶ୍ଚିମକୁ, ଇଚ୍ଛାପୁର ଗାଁର କେନ୍ଦ୍ରରେ ଅବସ୍ଥିତ । ଏହା ଓଡ଼ିଶାର ଐତିହାସିକ କିର୍ତ୍ତୀରାଜିମାନଙ୍କ ଭିତରେ ଅନ୍ୟତମ । ଏହା ଅଷ୍ଟାଦଶ ଶତାବ୍ଦୀରେ ମରାଠା ଶାସନ କାଳରେ ତିଆରି ହୋଇଥିବାର ଅନୁମାନ କରାଯାଏ । ନାଗପୁରର ରଘୁଜୀ ଭୋସଲେ ନାମକ ମରାଠା ଶାସକ ଏହାକୁ ଗଢ଼ିଥିଲେ ବୋଲି କୁହାଯାଏ । [୧] ଦୁଇଏକର ୬ ଡ଼େସିମିଲ ପରିମିତ ସ୍ଥାନରେ ଅବସ୍ଥିତ ଏଇ ମନ୍ଦିର ଦୁଇ ଭାଗରେ ବିଭକ୍ତ । ଗୋଟିଏ ପାଖରେ ବିଭିନ୍ନ ମନ୍ଦିର ରହିଛି ଓ ଅନ୍ୟ ପାଖଟି ଉଦ୍ୟାନ । [୨]ଏହି ମନ୍ଦିରର ପାଚେରୀ ୧୪ ଫୁଟ ଉଚ୍ଚ ।

Map of Tulasi Khetra - kendrapara